Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:4 - ପବିତ୍ର ବାଇବଲ (Re-edited) - (BSI)

4 ଦେଶରେ ବୃଷ୍ଟି ନୋହିବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ଦେଶରେ ଅନାବୃଷ୍ଟି ହେତୁ ଭୂମି ଫାଟି ଯିବାରୁ କୃଷକମାନେ ବିବ୍ରତ ଓ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାଙ୍କିଛନ୍ତି।

Gade chapit la Kopi




ଯିରିମୀୟ 14:4
10 Referans Kwoze  

ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ଵଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି।


ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ)ନ୍ତ


ତୁମ୍ଭେ ଆପଣା ମୁଣ୍ତରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ଵାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ଵାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଆଉ ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ତ ଦେବା।


Swiv nou:

Piblisite


Piblisite