Biblia Todo Logo
Bib sou entènèt

- Piblisite -




ଯିରିମୀୟ 14:5 - ପବିତ୍ର ବାଇବଲ (Re-edited) - (BSI)

5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।

Gade chapit la Kopi

ଓଡିଆ ବାଇବେଲ

5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।

Gade chapit la Kopi

ପବିତ୍ର ବାଇବଲ

5 ଏପରିକି ହରିଣୀ ନବଜାତ ଶାବକକୁ ତୃଣ ଅଭାବରୁ ଛାଡ଼ି ଗ୍ଭଲିଯାଏ।

Gade chapit la Kopi




ଯିରିମୀୟ 14:5
5 Referans Kwoze  

ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।


କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍ବର୍ଣ୍ଣର କିଛି ହିଁ ନାହିଁ।


ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ଵରୂପ, ସେ ମନୋହର ବାକ୍ୟ କହିବ।


ପଶୁଗଣ କିପରି ଆର୍ତ୍ତସ୍ଵର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ନଷ୍ଟ ହେଉଅଛନ୍ତି।


Swiv nou:

Piblisite


Piblisite