Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:16 - ପବିତ୍ର ବାଇବଲ (Re-edited) - (BSI)

16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

16 ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।

Gade chapit la Kopi




ଯିରିମୀୟ 17:16
21 Referans Kwoze  

ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ନିକଟରେ ଜଣାଇବାକୁ, ପୁଣି ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ


ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଶିକ୍ଷକ ଯେ ଆମ୍ଭେମାନେ, ଆମ୍ଭେମାନେ ଯେ ଗୁରୁତର ଦଣ୍ତ ପାଇବା, ଏହା ଜାଣ।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ,


ସେହି ଅନେକ ଲୋକ ଯେପରି ଈଶ୍ଵରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ଵରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ଵରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବ ଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯେବେ ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇ ନୀରବ ହୋଇ ନ ପାରେ।


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ତ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ମାତ୍ର ଯେବେ ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବହାଇବ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।


ଯେ ନଗର-ଦ୍ଵାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ଵାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି , ଏହା ଜ୍ଞାତ ହୁଅ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ଦିନଯାକ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ଟାହୁଲି କରନ୍ତି।


Swiv nou:

Piblisite


Piblisite