ଯିରିମୀୟ 17:22 - ପବିତ୍ର ବାଇବଲ (Re-edited) - (BSI)22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପ ଆଜ୍ଞା କରିଥିଲୁ। Gade chapit laଓଡିଆ ବାଇବେଲ22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। Gade chapit laପବିତ୍ର ବାଇବଲ22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। Gade chapit la |
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷାଯନ୍ତ୍ର ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲି।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।