ଯିରିମୀୟ 18:12 - ପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା। Gade chapit laଓଡିଆ ବାଇବେଲ12 ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’ Gade chapit laପବିତ୍ର ବାଇବଲ12 ମାତ୍ର ଯିହୁଦାବାସୀ କହନ୍ତି, ‘ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ୟତାନୁସାରେ କର୍ମ କରି ଗ୍ଭଲିବୁ।’” Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।