Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:4 - ପବିତ୍ର ବାଇବଲ (Re-edited) - (BSI)

4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।

Gade chapit la Kopi

ଓଡିଆ ବାଇବେଲ

4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।

Gade chapit la Kopi

ପବିତ୍ର ବାଇବଲ

4 ସେ ମାଟିର ପାତ୍ର ନିର୍ମାଣ କରୁଥିବା ବେଳେ ସେଥିରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସାରେ ସଜାଡ଼ି ନୂଆ ପାତ୍ର ନିର୍ମାଣ କଲା।

Gade chapit la Kopi




ଯିରିମୀୟ 18:4
5 Referans Kwoze  

ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ-ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।


ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ତେ ଖପରା ମାତ୍ରଣ! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ? ଅବା ତୁମ୍ଭର କର୍ମ କʼଣ କହିବ, ତାହାର ହସ୍ତ ନାହିଁ?


ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।


ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite