ଯିରିମୀୟ 18:8 - ପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା। Gade chapit laଓଡିଆ ବାଇବେଲ8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Gade chapit laପବିତ୍ର ବାଇବଲ8 ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା। Gade chapit la |
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେଦିନ ସେ ଆପଣା ଦୁଷ୍ଟତା ଦ୍ଵାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେଦିନ ସେ ଆପଣା ଧାର୍ମିକତା ଦ୍ଵାରା ବଞ୍ଚି ପାରିବ ନାହିଁ।