Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:9 - ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;

Gade chapit la Kopi

ପବିତ୍ର ବାଇବଲ

9 ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା।

Gade chapit la Kopi




ଯିରିମୀୟ 18:9
9 Referans Kwoze  

ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁଜଗି ରହିବା, ଏହା ସଦାପ୍ରଭୁ କହନ୍ତି।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।


ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।


ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;


ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ନଗର ହନନେଲର ଦୁର୍ଗଠାରୁ କୋଣ-ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ, ଏପରି ସମୟ ଆସୁଅଛି।


ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ଵୁସକଳର ବନ୍ଦୀତ୍ଵ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


Swiv nou:

Piblisite


Piblisite