Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:12 - ପବିତ୍ର ବାଇବଲ (Re-edited) - (BSI)

12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।

Gade chapit la Kopi

ଓଡିଆ ବାଇବେଲ

12 ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

Gade chapit la Kopi

ପବିତ୍ର ବାଇବଲ

12 ସଦାପ୍ରଭୁ କହନ୍ତି ‘ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା। ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।

Gade chapit la Kopi




ଯିରିମୀୟ 19:12
4 Referans Kwoze  

ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ ! ତହିଁରେ ମୁଁ ଉତ୍ତର ଦେଇ କହିଲି, ହେ ସଦାପ୍ରଭୁ, ଆମେନ୍।


ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।


ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।


Swiv nou:

Piblisite


Piblisite