ଯିରିମୀୟ 19:2 - ପବିତ୍ର ବାଇବଲ (Re-edited) - (BSI)2 ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Gade chapit laଓଡିଆ ବାଇବେଲ2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; Gade chapit laପବିତ୍ର ବାଇବଲ2 ଆଉ ଲୋକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ୟରୁ କେତେକ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସେମାନଙ୍କୁ ନେଇ ହାର୍ଶିତ୍ ଫାଟକ ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିଯାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସେହି ସ୍ଥାନରେ ପ୍ରଗ୍ଭର କର। Gade chapit la |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ-ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।