Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:6 - ପବିତ୍ର ବାଇବଲ (Re-edited) - (BSI)

6 ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

6 ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

6 ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Gade chapit la Kopi




ଯିରିମୀୟ 19:6
5 Referans Kwoze  

ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।


ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


କାରଣ ତୋଫତ୍ (ଅଗ୍ନିକୁଣ୍ତ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ଵଳିତ କରେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।


Swiv nou:

Piblisite


Piblisite