Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:9 - ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’

Gade chapit la Kopi

ପବିତ୍ର ବାଇବଲ

9 ଶତ୍ରୁଗଣ ସେମାନଙ୍କ ନଗରକୁ ଅବରୋଧ କରିବେ ଓ ସେମାନଙ୍କୁ ଖାଦ୍ୟ ପାଇଁ ବାହାରକୁ ଯିବାକୁ ଦେବେ ନାହିଁ। ତେଣୁ ଲୋକମାନେ ଉପବାସରେ ରହିବେ ଓ କ୍ଷୁଧାରେ ଆତୁର ହୋଇ ସଙ୍କଟ ସମୟରେ ପୁତ୍ରକନ୍ୟାର ମାଂସ ଭୋଜନ କରିବେ। ଆଉ ମଧ୍ୟ ଶେଷରେ ପରସ୍ପରକୁ ଭୋଜନ କରିବେ।’

Gade chapit la Kopi




ଯିରିମୀୟ 19:9
10 Referans Kwoze  

ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ନୋହିବେନ୍ତ ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;


ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।


ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ମାଂସ ଖାଇବ ଓ କନ୍ୟାଗଣର ମାଂସ ତୁମ୍ଭେମାନେ ଭୋଜନ କରିବ।


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।


ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।


ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତା; ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।


Swiv nou:

Piblisite


Piblisite