Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:1 - ପବିତ୍ର ବାଇବଲ (Re-edited) - (BSI)

1 ଯିରିମୀୟ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍ହୂର ତାହା ଶୁଣିଲା।

Gade chapit la Kopi

ଓଡିଆ ବାଇବେଲ

1 ଯିରିମୀୟ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍‍ହୂର ତାହା ଶୁଣିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିରିମୀୟ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍‍ହୂର ତାହା ଶୁଣିଲା।

Gade chapit la Kopi

ପବିତ୍ର ବାଇବଲ

1 ଯିରିମିୟ ଏହିସବୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲାବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପ‌‌‌ଶ୍‌‌‌ହୂର ତାହା ଶୁଣିଲା।

Gade chapit la Kopi




ଯିରିମୀୟ 20:1
11 Referans Kwoze  

ପଞ୍ଚଦଶ ବିଲ୍ଗା ପାଇଁ, ଷୋଡ଼ଶ ଇମ୍ମେର ପାଇଁ;


ପୁଣି ପ୍ରହରୀବର୍ଗର ସେନାପତି ପ୍ରଧାନଯାଜକ ସରାୟଙ୍କୁ ଓ ଦ୍ଵିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ଵାରପାଳଙ୍କୁ ଧରିଲା;


ଏହିସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କଅଣ ହେବ ଭାବି ସେମାନଙ୍କ ବିଷୟରେ ହତବୁଦ୍ଧି ହେବାକୁ ଲାଗିଲେ।


ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିରର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ପୁଣି, ତାଙ୍କର ଅଧିପତିମାନେ ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ଵରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।


ଓ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,


ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।


କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।


ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।


Swiv nou:

Piblisite


Piblisite