Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:3 - ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ତହିଁ ପରଦିନ ପ‌‌‌ଶ୍‌‌‌ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା'ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପ‌‌‌ଶ୍‌‌‌ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।

Gade chapit la Kopi




ଯିରିମୀୟ 20:3
18 Referans Kwoze  

କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ଵାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ, କି ଅବଶିଷ୍ଟ ରହିଲେ ନାହିଁ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କଲି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି।


ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ।


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?


ଅନନ୍ତର ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।


ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।


ସେ କହିଲେ, ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ (ପରମେଶ୍ଵରଙ୍କ ସହିତ ଯୋଦ୍ଧା) ନାମରେ ବିଖ୍ୟାତ ହେବ; କାରଣ ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।


ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା।


ପୁଣି ତୁମ୍ଭ ନାମ ଅବ୍ରାମ (ମହାପିତା) ଆଉ ରହିବ ନାହିଁ, ମାତ୍ର ଅବ୍ରହାମ (ବହୁଲୋକର ପିତା) ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ-ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ-ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite