ଯିରିମୀୟ 21:5 - ପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Gade chapit laଓଡିଆ ବାଇବେଲ5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Gade chapit laପବିତ୍ର ବାଇବଲ5 ପୁଣି ଆମ୍ଭେ ନିଜେ ବିସ୍ତୃତ ହସ୍ତ ଓ ବଳବାନ୍ ବାହୁ ସାହାଯ୍ୟରେ କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। Gade chapit la |
ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ଵାରା ଓ ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଓ ଯୁଦ୍ଧ ଦ୍ଵାରା ଓ ପରାକ୍ରା; ହସ୍ତ ଦ୍ଵାରା ଓ ବିସ୍ତାରିତ ବାହୁ ଦ୍ଵାରା ଓ ଭୟଙ୍କର ମହାକର୍ମ ଦ୍ଵାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି?