Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:13 - ପବିତ୍ର ବାଇବଲ (Re-edited) - (BSI)

13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

13 “ଶମରିୟାର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସେମାନେ ‌ବା‌ଲ୍‌ଦେବ ନାମରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଲାଇଲେ।

Gade chapit la Kopi




ଯିରିମୀୟ 23:13
12 Referans Kwoze  

ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ।


କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି।


ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।


ତହୁଁ ଏଲିୟ ସେମାନଙ୍କୁ କହିଲେ, ବାଲ୍ର ଭବିଷ୍ୟଦ୍-ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକି ପଳାଇବାକୁ ଦିଅ ନାହିଁ। ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି ଏଲୀୟ ସେମାନଙ୍କୁ କୀଶୋନ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ସଦାପ୍ରଭୁ କହନ୍ତି, ଦେଖ,ଯେଉଁମାନେ ମିଥ୍ୟା ସ୍ଵପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ଵାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ?


Swiv nou:

Piblisite


Piblisite