Biblia Todo Logo
Bib sou entènèt

- Piblisite -




ଯିରିମୀୟ 24:4 - ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ପବିତ୍ର ବାଇବଲ

4 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 24:4
2 Referans Kwoze  

ତେବେ ସଦାପ୍ରଭୁ ମୋତେ କହିଲେ, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଡିମିରି ଫଳ, ଉତ୍ତମ ଡିମିରି, ଅତି ଉତ୍ତମ ଓ ମନ୍ଦ ଡିମିରି, ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।


ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମିରି ଫଳ ତୁଲ୍ୟ ଜ୍ଞାନ କରିବା।


Swiv nou:

Piblisite


Piblisite