ଯିରିମୀୟ 26:13 - ପବିତ୍ର ବାଇବଲ (Re-edited) - (BSI)13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷା; ହେବେ। Gade chapit laଓଡିଆ ବାଇବେଲ13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। Gade chapit laପବିତ୍ର ବାଇବଲ13 ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।