ଯିରିମୀୟ 26:3 - ପବିତ୍ର ବାଇବଲ (Re-edited) - (BSI)3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Gade chapit laଓଡିଆ ବାଇବେଲ3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Gade chapit laପବିତ୍ର ବାଇବଲ3 ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା। Gade chapit la |