Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:16 - ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ, ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଏହା କହିଲି, “ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ୟ‌ଦ୍‌ବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହନ୍ତି ଯେ, ‘ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାଯିବ। କିନ୍ତୁ ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ, କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି।

Gade chapit la Kopi




ଯିରିମୀୟ 27:16
7 Referans Kwoze  

ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।


ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା।


କାରଣ ତୁମ୍ଭମାନଙ୍କୁ ସ୍ଵଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।


ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ,


Swiv nou:

Piblisite


Piblisite