Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:3 - ପବିତ୍ର ବାଇବଲ (Re-edited) - (BSI)

3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।

Gade chapit la Kopi

ଓଡିଆ ବାଇବେଲ

3 ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।

Gade chapit la Kopi

ପବିତ୍ର ବାଇବଲ

3 ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେଉଁସବୁ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ଦୁଇ ବର୍ଷ ପୂର୍ଣ୍ଣ ହେବା ପୂର୍ବରୁ ପୁନର୍ବାର ଏହି ସ୍ଥାନକୁ ଫେରାଇ ଆଣିବା।

Gade chapit la Kopi




ଯିରିମୀୟ 28:3
8 Referans Kwoze  

ଆଉ ସେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ଵର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ତ ଖଣ୍ତ କରି କାଟି ପକାଇଲେ।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା।


ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ।


ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।


ଯାକୁବ ମିସର ଦେଶରେ ସତର ବରଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।


ଯାକୁବ ଫାରୋଙ୍କୁ କହିଲେ, ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।


ନବୂଖଦ୍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇ ଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।


Swiv nou:

Piblisite


Piblisite