Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:8 - ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭର ଓ ମୋର ବହୁ ପୂର୍ବରୁ ଅନେକ ଭବିଷ୍ୟ‌ଦ୍‌ବକ୍ତା ବହୁଦେଶ ଓ ମହାନ ମହାନ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଦୁର୍ଭିକ୍ଷ ଓ ମହାମାରୀର ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭର କରିଅଛନ୍ତି।

Gade chapit la Kopi




ଯିରିମୀୟ 28:8
25 Referans Kwoze  

ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଆଉ ଏକ ଜଣ ଅଛି, ଯାହା ଦ୍ଵାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ। ତହୁଁ ଯିହୋଶାଫଟ୍ କହିଲେ, ରାଜା ଏପରି ନ କହନ୍ତୁ।


ଅନନ୍ତର ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।


ପୁଣି ସେ କହିଲେ, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି-ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।


ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ ଓ ସେମାନେ ଗର୍ଭର ଫଳ ପ୍ରତି କିଛି ଦୟା କରିବେ ନାହିଁ, ବାଳକଗଣ ପ୍ରତି ସେମାନଙ୍କର କୃପାଦୃଷ୍ଟି ହେବ ନାହିଁ।


ଏଥିରେ ସେ କହିଲା, ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।


ବାବିଲ ବିଷୟକ ଭାରୋକ୍ତି, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେଣଓ ଯୋୟାଶର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର। ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେ ଯେ ଦର୍ଶନ ପାଇଲେ, ତଦ୍ବିଷୟକ ତାଙ୍କର ବାକ୍ୟ।


ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;


Swiv nou:

Piblisite


Piblisite