ଯିରିମୀୟ 3:24 - ପବିତ୍ର ବାଇବଲ (Re-edited) - (BSI)24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମ-ଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଗ୍ରାସ କରିଅଛି। Gade chapit laଓଡିଆ ବାଇବେଲ24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି। Gade chapit laପବିତ୍ର ବାଇବଲ24 ମାତ୍ର ସେ ଲଜ୍ଜାସ୍ପଦ ବାଲ୍ଦେବତା ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ, ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି। Gade chapit la |
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;