ଯିରିମୀୟ 3:3 - ପବିତ୍ର ବାଇବଲ (Re-edited) - (BSI)3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ। Gade chapit laଓଡିଆ ବାଇବେଲ3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ। Gade chapit laପବିତ୍ର ବାଇବଲ3 ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହୋଇଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ୟାର ଭଂଗୀ ଓ ଲଜ୍ଜାହୀନ ଗ୍ଭହାଣି ବଜାୟ ରଖିଛ ଓ ଲଜ୍ଜିତ ହେବାକୁ ଅସ୍ୱୀକାର କରୁଛ। Gade chapit la |
ଆଉ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଦାସତ୍ଵାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ଵର ଅଟ , ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।