Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:1 - ପବିତ୍ର ବାଇବଲ (Re-edited) - (BSI)

1 ଯିହୁଦାର ରାଜା ସିଦିକୀୟର ଅଧିକାରର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରର ଅଧିକାରର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ଓଡିଆ ବାଇବେଲ

1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ପବିତ୍ର ବାଇବଲ

1 ଯିହୁଦାର ରାଜା ସିଦିକିୟର ଦଶମ ବର୍ଷରେ ଅର୍ଥାତ୍ ନବୂଖ‌ଦ୍‌ନିତ୍ସରର ଶାସନର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 32:1
9 Referans Kwoze  

ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ୍ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;


ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।


ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା :


ନବୂଖଦ୍ନିତ୍ସରର ଅଧିକାରର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;


Swiv nou:

Piblisite


Piblisite