Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:13 - ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,

Gade chapit la Kopi

ଓଡିଆ ବାଇବେଲ

13 ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେମାନଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି,

Gade chapit la Kopi

ପବିତ୍ର ବାଇବଲ

13 ଆଉ ସମସ୍ତଙ୍କ ସାକ୍ଷାତରେ ମୁଁ ବାରୂକକୁ ଏହି ଆଜ୍ଞା କଲି।

Gade chapit la Kopi




ଯିରିମୀୟ 32:13
2 Referans Kwoze  

ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଏହି ମୁଦ୍ରାଙ୍କିତ ଓ ଖୋଲା ଦୁଇଖଣ୍ତ କ୍ରୟପତ୍ର ନେଇ ତାହା ଯେପରି ଅନେକ, ଦିନ ରହିବ, ଏଥିପାଇଁ ଏକ ମୃତ୍ତିକା ପାତ୍ରରେ ରଖ।


Swiv nou:

Piblisite


Piblisite