ଯିରିମୀୟ 32:41 - ପବିତ୍ର ବାଇବଲ (Re-edited) - (BSI)41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା। Gade chapit laଓଡିଆ ବାଇବେଲ41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା। Gade chapit laପବିତ୍ର ବାଇବଲ41 ଆମ୍ଭେ ସେମାନଙ୍କର ମଙ୍ଗଳ ସାଧନ କରି ଖୁସୀ ହେବା। ଆଉ ମଧ୍ୟ ଆମ୍ଭେ ଆପଣା ଆପଣା ମନପ୍ରାଣ ଦେଇ ସେମାନଙ୍କୁ ସ୍ଥାପିତ କରିବା।’” Gade chapit la |
ଆହୁରି ଏପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।