Biblia Todo Logo
Bib sou entènèt

- Piblisite -




ଯିରିମୀୟ 33:1 - ପବିତ୍ର ବାଇବଲ (Re-edited) - (BSI)

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 33:1
6 Referans Kwoze  

ତହିଁରେ ଯିରୂଶାଲମର ପରାଜୟ-ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।


ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।


ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର। ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ପୁଣି, ଯିରିମୀୟ ବାରୂକକୁ ଆଜ୍ଞା କରି କହିଲେ, ମୁଁ ରୁଦ୍ଧ ଅଛି; ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଇ ପାରୁ ନାହିଁ;


Swiv nou:

Piblisite


Piblisite