Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:6 - ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।

Gade chapit la Kopi

ପବିତ୍ର ବାଇବଲ

6 ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।

Gade chapit la Kopi




ଯିରିମୀୟ 38:6
19 Referans Kwoze  

ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ-ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନୋହିବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।


ଯିରିମୀୟ ସେହି କାରାକୂପ ଓ ତହିଁର କ୍ଷୁଦ୍ର କୋଠରୀରେ ପ୍ରବେଶ କରି ଅନେକ ଦିନ ସେଠାରେ ରହିଲେ।


ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।


ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ।


ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।


ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି।


ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ।


ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇ ଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।


ଯେଣୁ ତୁମ୍ଭେମାନେ ଯେପରି ଈଶ୍ଵରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇ ପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିଲେ।


ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।


ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ଵରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।


Swiv nou:

Piblisite


Piblisite