Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:10 - ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ପ୍ରହରୀବର୍ଗର ସେନାପତି ନବୂସର୍ଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

Gade chapit la Kopi




ଯିରିମୀୟ 39:10
8 Referans Kwoze  

ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ି ଗଲା।


ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।


ଏଉତ୍ତାରେ ଅହୀକାମର ପୁତ୍ର ଗଦଲୀୟକୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ।


ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ସେହିଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,


ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।


ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,


ଏଥିରେ ମୁଁ ସେହି ବଧର ଅଧୀନ ପଲକୁ, ପ୍ରକୃତରେ ପଲର ଦୁଃଖୀମାନଙ୍କୁ ଚରାଇଲି। ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଲି; ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି; ଆଉ, ମୁଁ ପଲ ଚରାଇଲି;


Swiv nou:

Piblisite


Piblisite