Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:13 - ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ।

Gade chapit la Kopi




ଯିରିମୀୟ 39:13
5 Referans Kwoze  

ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ।


ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ତହିଁରେ ଯିରୂଶାଲମର ପରାଜୟ-ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ।


ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।


ସେମାନେ ଲୋକ ପଠାଇ ପ୍ରହରୀ-ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟର ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।


Swiv nou:

Piblisite


Piblisite