Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:2 - ପବିତ୍ର ବାଇବଲ (Re-edited) - (BSI)

2 ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,

Gade chapit la Kopi

ଓଡିଆ ବାଇବେଲ

2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,

Gade chapit la Kopi

ପବିତ୍ର ବାଇବଲ

2 ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା।

Gade chapit la Kopi




ଯିରିମୀୟ 39:2
13 Referans Kwoze  

ପୁଣି, ସଦାପ୍ରଭୁ କହନ୍ତି, ସେଦିନ ମତ୍ସ୍ୟଦ୍ଵାରଠାରୁ କ୍ରନ୍ଦନର ଶଦ୍ଦ ଓ (ନଗରର) ଦ୍ଵିତୀୟ ବିଭାଗଠାରୁ ହାହାକାର ଶଦ୍ଦ ଓ ଉପପର୍ବତଗଣରୁ ମହାଭଙ୍ଗର ଶଦ୍ଦ ଶୁଣାଯିବ।


ଅନନ୍ତର ଆମ୍ଭମାନଙ୍କ ନିର୍ବାସନର ଦ୍ଵାଦଶ ବର୍ଷର ଦଶମ ମାସ, ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋʼ ନିକଟକୁ ଆସି କହିଲା, ନଗର ପରାଜିତ ହୋଇଅଛି।


ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।


ଯିହୁଦାର ରାଜା ସିଦିକୀୟର ଅଧିକାରର ଦଶମ ବର୍ଷରେ, ଅର୍ଥାତ୍, ନବୂଖଦ୍ନିତ୍ସରର ଅଧିକାରର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା।


ପୁଣି, କଲ୍ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ।


ପୁଣି, ଏକ ଖଣ୍ତ ଲୁହାର କହ୍ରାଇ ନେଇ ତୁମ୍ଭର ଓ ନଗରର ମଧ୍ୟରେ ଲୌହ ପ୍ରାଚୀର ତୁଲ୍ୟ ତାହା ସ୍ଥାପନ କର; ଆଉ, ତୁମ୍ଭର ମୁଖ ତହିଁଆଡ଼େ ରଖ, ତହିଁରେ ତାହା ଅବରୁଦ୍ଧ ହେବ ଓ ତୁମ୍ଭେ ତାହା ଅବରୋଧ କରି ତହିଁ ବିରୁଦ୍ଧରେ ରହିବ। ଏହା ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ ହେବ।


ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ଼୍‍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ଼୍‍ଗ ନିଷ୍କୋଷ କରିବା।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଚତୁର୍ଥ ମାସର ଉପବାସ ଓ ପଞ୍ଚମ ମାସର ଉପବାସ ଓ ସପ୍ତମ ମାସର ଉପବାସ ଓ ଦଶମ ମାସର ଉପବାସ ଯିହୁଦା-ବଂଶ ପ୍ରତି ଆନନ୍ଦ ଓ ଆହ୍ଲାଦଜନକ ଓ ଆମୋଦଜନକ ଉତ୍ସବ ହେବଜ; ଏଥିପାଇଁ ତୁମ୍ଭେମାନେ ସତ୍ୟ ଓ ଶାନ୍ତି ଭଲ ପାଅ।।।


Swiv nou:

Piblisite


Piblisite