Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:3 - ପବିତ୍ର ବାଇବଲ (Re-edited) - (BSI)

3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସ‌‌‌ମ୍‌‌‌ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମା‌ଗ୍‌ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।

Gade chapit la Kopi




ଯିରିମୀୟ 39:3
6 Referans Kwoze  

ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ଵାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।


ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ;


ତାହାର ଅଶ୍ଵଗଣର ବାହୁଲ୍ୟ ହେତୁରୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ-ପ୍ରାଚୀରବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ଵାରରେ ପ୍ରବେଶ କରିବ, ସେତେବେଳେ ଅଶ୍ଵାରୋହୀଗଣର, ଶକଟର ଓ ରଥସମୂହର ଶଦ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।


Swiv nou:

Piblisite


Piblisite