Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:4 - ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ଵାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।

Gade chapit la Kopi

ପବିତ୍ର ବାଇବଲ

4 ତହୁଁ ଯିହୁଦାର ରାଜା ସିଦିକିୟ ଓ ସମସ୍ତ ସୈନ୍ୟଗଣ ସେମାନଙ୍କୁ ଦେଖି ପଳାୟନ କଲେ। ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ। ପୁଣି ସେମାନେ ପ୍ରାନ୍ତର ଆଡ଼େ ଗ୍ଭଲିଲେ।

Gade chapit la Kopi




ଯିରିମୀୟ 39:4
17 Referans Kwoze  

ତହିଁରେ ଦ୍ରୁତଗାମୀର ପଳାୟନ-ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ବିସ୍ତର ଅସ୍ତ୍ର ଓ ଢ଼ାଲ ପ୍ରସ୍ତୁତ କଲେ।


ପୁଣି, ସେମାନଙ୍କ ମଧ୍ୟବର୍ତ୍ତୀ ଅଧିପତି ଅନ୍ଧକାର ସମୟରେ ଆପଣା କାନ୍ଧରେ ଭାର ବହି ବାହାରି ଯିବନ୍ତ ଲୋକମାନେ ବହି ନେବା ପାଇଁ କାନ୍ଥ ଖୋଳିବେ; ସେ ଆପଣା ମୁଖ ଆଚ୍ଛାଦନ କରିବ, କାରଣ ସେ ଚକ୍ଷୁରେ ଭୂମି ଦେଖିବ ନାହିଁ।


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ; ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ; ମାତ୍ର ସାତ ପଥ ଦେଇ ସେମାନଙ୍କ ଆଗରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ବିଷର୍ଣ୍ଣତା ପଠାଇବା ଓ (ବାୟୁରେ) ଚାଳିତ ପତ୍ରର ଶଦ୍ଦ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ଼୍‍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣର ଅଗ୍ରତେ ହତ ହେବ ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇ ଯିବ।


ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।


ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ;


ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।


ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।


ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।


ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ।


Swiv nou:

Piblisite


Piblisite