Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:7 - ପବିତ୍ର ବାଇବଲ (Re-edited) - (BSI)

7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା।

Gade chapit la Kopi

ଓଡିଆ ବାଇବେଲ

7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।

Gade chapit la Kopi

ପବିତ୍ର ବାଇବଲ

7 ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ।

Gade chapit la Kopi




ଯିରିମୀୟ 39:7
10 Referans Kwoze  

ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଲରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।


ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଇରେ ବଦ୍ଧ କରି ବାବିଲ୍‍କୁ ନେଇଗଲେ।


ଏ ଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଆକ୍ଷି ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ। ବୈତ୍।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ଼୍‍ଗ ଦ୍ଵାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ଼୍‍ଗରେ ବଧ କରିବ।


ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।


Swiv nou:

Piblisite


Piblisite