Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:23 - ପବିତ୍ର ବାଇବଲ (Re-edited) - (BSI)

23 ମୁଁ ପୃଥିବୀକି ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ତଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

23 ମୁଁ ପୃଥିବୀ ଉପରେ ଦୃଷ୍ଟିପାତ କଲି, ଦେଖିଲି ତାହା ନିର୍ଜ୍ଜନ ଓ ଶୂନ୍ୟ ଥିଲା। ପୁଣି ଆକାଶମଣ୍ଡଳକୁ ଦୃଷ୍ଟି ନିକ୍ଷେପ କରି ଦେଖିଲି ସେଠାରେ ଆଲୋକ ନ ଥିଲା।

Gade chapit la Kopi




ଯିରିମୀୟ 4:23
19 Referans Kwoze  

ମାତ୍ର ସେହି ସମୟର କ୍ଳେଶ ଉତ୍ତାରେ ଅକସ୍ମାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବେ ଓ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ।


କାରଣ ଆକାଶମଣ୍ତଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।


ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି ପରମେଶ୍ଵରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।


ପ୍ରଭୁ ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


ସେମାନଙ୍କ ସମ୍ମୁଖରେ ପୃଥିବୀ କମ୍ପିତ ହୁଏ; ଆକାଶମଣ୍ତଳ ଥରଥର ହୁଏ; ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୁଏ ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରନ୍ତି।


ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ,।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ହେ ଆକାଶମଣ୍ତଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।


ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇଅଛନ୍ତି।


ପୁଣି, ସେଦିନ ଏପରି ଘଟିବ ଯେ, ଦୀପ୍ତି ଉଜ୍ଜ୍ଵଳ ଓ ଅନ୍ଧକାର ହେବ ନାହିଁ।


Swiv nou:

Piblisite


Piblisite