ଯିରିମୀୟ 4:27 - ପବିତ୍ର ବାଇବଲ (Re-edited) - (BSI)27 କାରଣ ସଦାପ୍ରଭୁ ଏହି କଥା କହନ୍ତି, ସମୁଦାୟ ଦେଶ ଧ୍ଵଂସସ୍ଥାନ ହେବ; ତଥାପି ଆମ୍ଭେ ନିଃଶେଷ ରୂପେ ନାଶ କରିବା ନାହିଁ। Gade chapit laଓଡିଆ ବାଇବେଲ27 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ। Gade chapit laପବିତ୍ର ବାଇବଲ27 ସଦାପ୍ରଭୁ ଏହି କଥା କହନ୍ତି, “ସମଗ୍ର ଦେଶ ବନ୍ଧ୍ୟା ହେବ, ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ଏହାକୁ ନିଃଶେଷ କରିବି ନାହିଁ। Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ।