Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:29 - ପବିତ୍ର ବାଇବଲ (Re-edited) - (BSI)

29 ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ। କେତେକ ଗୁମ୍ଫା ମଧ୍ୟରେ ଲୁଚିବେ, କେତେକ ନିବିଡ଼ ଅରଣ୍ୟର ବୁଦା ମଧ୍ୟରେ ଲୁଚିବେ ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ ଜନଶୂନ୍ୟ ହେବ।

Gade chapit la Kopi




ଯିରିମୀୟ 4:29
14 Referans Kwoze  

ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି ।


ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତ-ମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।


ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍‍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।


ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ରାତ୍ରିଯୋଗେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ଵାର-ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା-ପଥ ଦେଇ ଚାଲିଗଲେ।


ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ଵରୂପ ଓ ଉପପର୍ବତରେ ପତାକାର ଦଣ୍ତ ସ୍ଵରୂପ ହୋଇ ଅବଶିଷ୍ଟ ରହିବ।


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ।


ଏଣୁ ଇସ୍ରାଏଲ ଲୋକମାନେ ଆପଣାମାନଙ୍କୁ ବିପଦଗ୍ରସ୍ତ ଦେଖିଲେ; (କାରଣ ଲୋକମାନେ ବଡ଼ କଷ୍ଟ ଭୋଗ କଲେ), ଏହେତୁ ଲୋକମାନେ ଗୁମ୍ପାରେ ଓ କଣ୍ଟାବଣରେ ଓ ଶୈଳରେ ଓ ଦୁର୍ଗମ ସ୍ଥାନରେ ଓ ଗାତରେ ଆପଣାମାନଙ୍କୁ ଲୁଚାଇଲେ।


ପୁଣି ସଦାପ୍ରଭୁ ଲୋକମାନଙ୍କୁ ଅତି ଦୂର କରି ନ ଦିଅନ୍ତି ଓ ଦେଶ ମଧ୍ୟରେ ପରିତ୍ୟକ୍ତ ସ୍ଥାନ ଅନେକ ନ ହୁଏ, ସେଯାଏ।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


Swiv nou:

Piblisite


Piblisite