Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:2 - ପବିତ୍ର ବାଇବଲ (Re-edited) - (BSI)

2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ :

Gade chapit la Kopi

ଓଡିଆ ବାଇବେଲ

2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ :

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:

Gade chapit la Kopi

ପବିତ୍ର ବାଇବଲ

2 ସେତେବେଳେ ପ୍ରହରୀବର୍ଗର ସେନାପତି, “ଯିରିମିୟଙ୍କୁ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳକର କଥା କହିଥିଲେ।

Gade chapit la Kopi




ଯିରିମୀୟ 40:2
12 Referans Kwoze  

ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା , ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?


ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।


ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି ଓ ସେମାନଙ୍କର ବିପକ୍ଷମାନେ କହିଲେ, ଆମ୍ଭେମାନେ ଦୋଷ କରୁ ନାହୁଁ , କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, ଆପଣା-ମାନଙ୍କର ପିତୃପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି।


ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତା; ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।


ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।


Swiv nou:

Piblisite


Piblisite