Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:4 - ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋ’ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”

Gade chapit la Kopi

ପବିତ୍ର ବାଇବଲ

4 ଆଉ ବର୍ତ୍ତମାନ ମୁଁ ତୁମ୍ଭ ହସ୍ତରୁ ଶୃଙ୍ଖଳ ମୁକ୍ତ କଲି। ଯଦି ତୁମ୍ଭେ ମୋ’ ସହିତ ବାବିଲ ଯିବାକୁ ଇଚ୍ଛା କରୁଛ, ତେବେ ଆସ, ମୁଁ ତୁମ୍ଭର ଉତ୍ତମରୂପେ ଯତ୍ନ ନେବି। ଯଦି ତୁମ୍ଭେ ମୋ’ ସହିତ ଯିବାକୁ ଇଚ୍ଛା ନ କରୁଛ, ତେବେ ସେଥିରୁ କ୍ଷାନ୍ତ ହୁଅ। ସମସ୍ତ ଦେଶ ତୁମ୍ଭ ପାଇଁ ମୁକ୍ତ ରହିଛି। ତୁମ୍ଭେ ଯେକୌଣସି ସ୍ଥାନକୁ ଯିବାକୁ ଭଲ ମନେ କରୁଛ, ସେଠାକୁ ଯାଅ।

Gade chapit la Kopi




ଯିରିମୀୟ 40:4
8 Referans Kwoze  

ଅନନ୍ତର ଅବିମେଲକ କହିଲେ, ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।


ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ।


ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଗ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।


ସେତେବେଳେ ଯିରିମୀୟ କହିଲେ, ଏ ମିଥ୍ୟା କଥା; ମୁଁ କଲ୍ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ; ତଥାପି ଯିରୀୟ ଯିରିମୀୟଙ୍କ କଥା ନ ଶୁଣି ତାଙ୍କୁ ଧରି ଅଧିପତିମାନଙ୍କ ନିକଟକୁ ନେଇଗଲା।


ସେ ମୋର ଚାରିଆଡ଼େ ବେଢ଼ା ଦେଇଅଛନ୍ତି, ମୁଁ ବାହାରି ଯାଇ ନ ପାରେ; ସେ ମୋହର ଶୃଙ୍ଖଳ ଭାରୀ କରିଅଛନ୍ତି।


ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ଵଚକ୍ଷୁରେ ଦେଖିବା।


ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।


Swiv nou:

Piblisite


Piblisite