Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:9 - ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍‍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi

ପବିତ୍ର ବାଇବଲ

9 ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟ ସେହି ସୈନ୍ୟମାନଙ୍କ ଓ ସେମାନଙ୍କର ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କ‌‌ଲ୍‌‌ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ। ବାବିଲ ରାଜାର ସେବାକାରି ଏହି ଦେଶରେ ବାସ କର। ଏଥିରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

Gade chapit la Kopi




ଯିରିମୀୟ 40:9
9 Referans Kwoze  

ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।


ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, କଲଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ନ ହୁଅ; ଦେଶରେ ବାସ କରି ବାବିଲ୍-ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ।


ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !


ପ୍ରାନ୍ତରରେ ଖଡ଼୍‍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣସଙ୍କଟରେ ଖାଦ୍ୟ ପାଉଅଛୁ।


Swiv nou:

Piblisite


Piblisite