Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:9 - ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;

Gade chapit la Kopi

ଓଡିଆ ବାଇବେଲ

9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ

9 “ତୁମ୍ଭେମାନେ ମୋତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବେଦନ କରିବାକୁ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,

Gade chapit la Kopi




ଯିରିମୀୟ 42:9
6 Referans Kwoze  

ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ।


ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ନ ହୁଅ।


ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।


ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,


Swiv nou:

Piblisite


Piblisite