Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:3 - ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ନେରିୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କ‌‌ଲ୍‌‌ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନେଇଯିବେ।”

Gade chapit la Kopi




ଯିରିମୀୟ 43:3
12 Referans Kwoze  

ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,


ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ , ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।


ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ସେତେବେଳେ ବାରୂକ ସଦାପ୍ରଭୁଙ୍କ ଗୃହର ଉପର ପ୍ରାଙ୍ଗଣରେ, ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶସ୍ଥାନ ନିକଟରେ, ଶାଫନ ଲେଖକର ପୁତ୍ର ଗମରୀୟର କୋଠରୀରେ, ସେହି ପୁସ୍ତକରୁ ଯିରିମୀୟଙ୍କର କଥା, ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ପାଠ କଲା।


ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।


ଯେତେବେଳେ ଲୋକସମସ୍ତେ ତୁମ୍ଭମାନଙ୍କର ସୁଖ୍ୟାତି କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ତ ଭାବବାଦୀମାନଙ୍କ ପ୍ରତି କରୁଥିଲେ।


ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


Swiv nou:

Piblisite


Piblisite