Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:8 - ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

8 ଅନନ୍ତର ତଫ‌‌‌ନ୍‌‌‌ହେଷରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 43:8
11 Referans Kwoze  

ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


ଆହୁରି ନୋଫର ଓ ତଫନହେଷର ସନ୍ତାନଗଣ ତୁମ୍ଭ ମସ୍ତକର ତାଳୁଆ ଭାଙ୍ଗି ପକାଇ ଅଛନ୍ତି।


ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି?


ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ-ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;


ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,


ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ଼୍‍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।


ଆମ୍ଭେ ଯେତେବେଳେ ତଫନହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ଵ ସ୍ଥାନକୁ ଯିବେ।


ଦଶମ ବର୍ଷର ଦଶମ ମାସ, ମାସର ଦ୍ଵାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ଅନନ୍ତର ଏକାଦଶ ବର୍ଷର ତୃତୀୟ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


Swiv nou:

Piblisite


Piblisite