ଯିରିମୀୟ 44:7 - ପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laଓଡିଆ ବାଇବେଲ7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ; Gade chapit laପବିତ୍ର ବାଇବଲ7 “ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ। Gade chapit la |