Biblia Todo Logo
Bib sou entènèt

- Piblisite -




ଯିରିମୀୟ 45:3 - ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

3 ‘ହେ ବାରୂକ, ତୁମ୍ଭେ ମୋତେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମୋର ଯନ୍ତ୍ରଣାରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଳାନ୍ତ ହେଉଅଛି ଓ ଯନ୍ତ୍ରଣାରେ ଥରୁଅଛି, ଯେହେତୁ ମୋର କିଛି ବିଶ୍ରାମ ନାହିଁ।”’

Gade chapit la Kopi




ଯିରିମୀୟ 45:3
28 Referans Kwoze  

ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।


ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।


ଅତଏବ, ଆମ୍ଭେମାନେ ଅନୁଗ୍ରହ ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,


କିନ୍ତୁ ହେ ଭ୍ରାତୃବୃନ୍ଦ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲା; ନ ହୁଅ।


କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପ କର; କାରଣ ମୋହର ଦୀର୍ଘ ନିଶ୍ଵାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


ସେ ଊର୍ଦ୍ଧ୍ଵରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନଯାକ ମୂର୍ଚ୍ଛିତା କରିଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ଵରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି ! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।


ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ। ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ।


ମୁଁ ଡାକୁ ଡାକୁ କ୍ଳା; ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ଵରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।


ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।


ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।


ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।


ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ।


ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି;


ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।


Swiv nou:

Piblisite


Piblisite