Biblia Todo Logo
Bib sou entènèt

- Piblisite -




ଯିରିମୀୟ 47:6 - ପବିତ୍ର ବାଇବଲ (Re-edited) - (BSI)

6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ।

Gade chapit la Kopi

ଓଡିଆ ବାଇବେଲ

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ

6 “ହେ ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ, ତୁମ୍ଭେ କେତେ କାଳପରେ ଯୁଦ୍ଧରୁ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।

Gade chapit la Kopi




ଯିରିମୀୟ 47:6
20 Referans Kwoze  

ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍‍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ।


ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ତା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?


ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।


ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍‍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ;


ଆଉ, ତୁମ୍ଭେ ସେମାନଙ୍କୁ କହିବ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।


ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ଼୍‍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକି ସେମାନଙ୍କ ଉପରେ ନିଯୁକ୍ତ କରିବା।


କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି ; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।


ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶଦ୍ଦ ଶୁଣିବି?


କୁହ୍ରାଡ଼ି କʼଣ ତଦ୍ଦ୍ଵାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବଣ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ତ ଉଠାନ୍ତି, ଦଣ୍ତ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ତ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ହେ ସଦାପ୍ରଭୋ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ଼୍‍ଗ ଦ୍ଵାରା ଦୁଷ୍ଟମାନଙ୍କଠାରୁ ମୋʼ ପ୍ରାଣକୁ ଉଦ୍ଧାର କର;


ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍‍ଗ ପୁନର୍ବାର ତହିଁର କୋଷରେ ରଖିଲା।


ତେବେ ଅବ୍ନର ଯୋୟାବକୁ ଡାକି କହିଲା, ଖଡ଼୍‍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?


ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ଼୍‍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।


ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ଼୍‍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ।


ସଦାପ୍ରଭୁ କହନ୍ତି, କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ଼୍‍ଗ ଅଛି।


ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


Swiv nou:

Piblisite


Piblisite