Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:16 - ପବିତ୍ର ବାଇବଲ (Re-edited) - (BSI)

16 ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।

Gade chapit la Kopi

ଓଡିଆ ବାଇବେଲ

16 ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମୋୟାବର ବିପଦ ନିକଟରେ ଉପସ୍ଥିତ ଓ ତାହାର କ୍ଳେଶ ଅତି ଶୀଘ୍ର ଆସୁଅଛି।

Gade chapit la Kopi

ପବିତ୍ର ବାଇବଲ

16 “ମୋୟାବର ଶେଷ ଅବସ୍ଥା ଉପସ୍ଥିତ। ଆଉ ସେ ଖୁବ୍ ଶୀଘ୍ର ଧ୍ୱଂସ ଲାଭ କରିବ।

Gade chapit la Kopi




ଯିରିମୀୟ 48:16
8 Referans Kwoze  

ପୁଣି, କେନ୍ଦୁଆମାନେ ସେମାନଙ୍କ ଅଟ୍ଟାଳିକାରେ ଓ ଶୃଗାଳମାନେ ସେମାନଙ୍କ ମନୋରମ ପ୍ରାସାଦରେ ବୋବାଇବେ; ତାହାର କାଳ ନିକଟବର୍ତ୍ତୀ ଓ ତାହାର ଦିନସବୁ ଦୀର୍ଘ ହେବ ନାହିଁ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ।


ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭ ବାକ୍ୟର କୌଣସି କଥା ଆଉ ବିଳମ୍ଵ ନୋହିବ, ମାତ୍ର ଆମ୍ଭେ ଯେଉଁ ବାକ୍ୟ କହିବା, ତାହା ସଫଳ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି : ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, କାଳ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।


ସେମାନଙ୍କ ପାଦ ପିଚ୍ଛଳି ପଡ଼ିବା ବେଳେ ସମୁଚିତ ଦଣ୍ତ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।


ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା।


Swiv nou:

Piblisite


Piblisite