Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:19 - ପବିତ୍ର ବାଇବଲ (Re-edited) - (BSI)

19 ହେ ଅରୋୟର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ଵରେ ଠିଆହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକି ପଚାର; କଅଣ କରା ଯାଇଅଛି କୁହ?

Gade chapit la Kopi

ଓଡିଆ ବାଇବେଲ

19 ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; “କଅଣ କରାଯାଇଅଛି କୁହ ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହେ ଅରୋୟେର ନିବାସିନୀ, ତୁମ୍ଭେ ପଥ ପାର୍ଶ୍ୱରେ ଠିଆ ହୋଇ ନିରୀକ୍ଷଣ କର; ପୁଣି, ପଳାତକ ଲୋକକୁ ଓ ରକ୍ଷାପ୍ରାପ୍ତା ସ୍ତ୍ରୀକୁ ପଚାର; କଅଣ କରାଯାଇଅଛି କୁହ?

Gade chapit la Kopi

ପବିତ୍ର ବାଇବଲ

19 “ହେ ଆରୋୟର ନିବାସୀଗଣ; ତୁମ୍ଭେମାନେ ପଥପାର୍ଶ୍ୱରେ ଦଣ୍ଡାୟମାନ ହୋଇ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଗ୍ଭର କ’ଣ ଘଟିଅଛି?

Gade chapit la Kopi




ଯିରିମୀୟ 48:19
10 Referans Kwoze  

ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।


ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା?


ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍ମୀୟୋନ୍ ପର୍ଯ୍ୟନ୍ତ ବାସ କଲା।


ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ, ତହୁଁ ଯାସେର ପର୍ଯ୍ୟନ୍ତ ଛାଉଣି ସ୍ଥାପନ କଲେ;


ତହିଁରେ ଗାଦ-ସନ୍ତାନଗଣ ଦୀବୋନ୍ ଓ ଅଟାରୋତ୍ ଓ ଅରୋୟେର;


ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ସୀହୋନ୍ ରାଜା, ସେ ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲୀୟଦର ଅର୍ଦ୍ଧଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ


ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍ବୋନ୍ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପ-ନଗରରେ, ଆଉ ଅର୍ଣ୍ଣୋନ୍ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?


Swiv nou:

Piblisite


Piblisite