Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:22 - ପବିତ୍ର ବାଇବଲ (Re-edited) - (BSI)

22 ଅର୍ଥାତ୍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍ ଦୀବୋନ, ନବୋ ଓ ବୈଥ୍ଦିବ୍ଳାଥୟିମଣ:

Gade chapit la Kopi

ଓଡିଆ ବାଇବେଲ

22 ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଅର୍ଥାତ୍‍, ସମଭୂମିସ୍ଥ ପ୍ରଦେଶ ଉପରେ ହଲୋନ, ଯହସ ଓ ମେଫାତ୍‍ ଦୀବୋନ୍, ନବୋ ଓ ବେଥ୍-ଦିବ୍ଳାଥୟିମ:

Gade chapit la Kopi

ପବିତ୍ର ବାଇବଲ

22 ଦୀବୋନ, ନବୋ ଓ ବୈଥ-ଦି‌‌‌ବ୍‌‌‌ଲାଥୟିମ,

Gade chapit la Kopi




ଯିରିମୀୟ 48:22
9 Referans Kwoze  

ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।


ଓ ସେମାନେ ଦୀବୋନ୍-ଗାଦରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ।


ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ଵଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।


ତହିଁରେ ଗାଦ-ସନ୍ତାନଗଣ ଦୀବୋନ୍ ଓ ଅଟାରୋତ୍ ଓ ଅରୋୟେର;


ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”


ସେ ରୋଦନ କରିବା ପାଇଁ ବୈଥତ୍କୁ ଓ ଦୀବୋନ୍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେସମସ୍ତଙ୍କର ମସ୍ତକ ମୁଣ୍ତନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ପୁଣି, ମୋୟାବ ଦେଶୀୟ ଦୂରସ୍ଥ କିଅବା ନିକଟସ୍ଥ ସମସ୍ତ ନଗର ଉପରେ,


କିରୀୟାଥୟିମ, ବୈଥ୍ଗାମୁର ଓ ବୈଥ୍ମୀୟୋନ୍;


Swiv nou:

Piblisite


Piblisite